ଆଜିଠୁ ପ୍ରବଳ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 19, 2018

ଆଜିଠୁ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ଘନୀଭୂତ ହେଉଥିବାରୁ ଏହାର ପ୍ରଭାବରେ ଆଜିଠୁ ରାଜ୍ୟର ୧୪ଟି ଜିଲ୍ଳାରେ ପ୍ରବଳ ଓ ୨ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଉପକୂଳବର୍ତ୍ତୀ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ତେବେ ଆସନ୍ତାକାଲି ଓ ୨୨ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।



from OdishaReporter https://ift.tt/2NqUsvF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages