ବ୍ରିଜ୍ ଉପରେ ଗାଡ଼ି ରଖି କୁଆଖାଇ ନଦୀକୁ ଡେଇଁ ପଡ଼ିଲେ ଯୁବତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 23, 2018

ବ୍ରିଜ୍ ଉପରେ ଗାଡ଼ି ରଖି କୁଆଖାଇ ନଦୀକୁ ଡେଇଁ ପଡ଼ିଲେ ଯୁବତୀ

888

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱର ଦେଇ ଯାଇଥିବା କୁଆଖାଇ ନଦୀକୁ ଜଣେ ଯୁବତୀ ଡେଇଁ ପଡ଼ିଛନ୍ତି। ବ୍ରିଜ୍ ଉପରେ ଗାଡ଼ି ରଖି ସେ ନଦୀକୁ ଡେଇଁ ପଡ଼ିଥିଲେ। ଅଗ୍ନିଶମ କର୍ମଚାରୀମାନେ ତାଙ୍କୁ ଖୋଜୁଛନ୍ତି।
ଯୁବତୀଙ୍କ ପରିଚୟ ଜଣାପଡ଼ିନି।



from OdishaReporter https://ift.tt/2zY1t5f

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages