ସାରା ରାଜ୍ୟରେ ମେଘୁଆ ପାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 30, 2018

ସାରା ରାଜ୍ୟରେ ମେଘୁଆ ପାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସବୁ ଦିନେ ରାଜ୍ୟର କୌଣସି ନା କୌଣସି ସ୍ଥାନରେ ବର୍ଷା ହେଉଛି। ଅାଜି ରାଜ୍ୟର ଅଧିକାଂଶ ଅଞ୍ଚଳରେ ପାଗ ମେଘୁଅା ରହିଛି। ମୋସୁମୀ ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ଭାବେ ବର୍ଷା ହେଉଛି।

ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ମଧ୍ୟ ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଅାଞ୍ଚଳିକ ପାଣିପାଗ କେନ୍ଦ୍ର।



from OdishaReporter https://ift.tt/2LMS3OG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages