କାଲିଠାରୁ ପ୍ରବଳରୁ ଅତିପ୍ରବଳ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 25, 2018

କାଲିଠାରୁ ପ୍ରବଳରୁ ଅତିପ୍ରବଳ ବର୍ଷା

rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଧୀରେ ଧୀରେ ଏହା ଘନିଭୂତ ହେଉଛି। ଏହାର ପ୍ରଭାବରେ ଆଜିଠୁ ୨୮ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ।

ଆଜି ପଶ୍ଚିମ, ଆଭ୍ୟନ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଆସନ୍ତାକାଲିଠୁ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ବଲାଙ୍ଗିର, କଳାହାଣ୍ଡି, ସମ୍ବଲପୁର, ରାୟଗଡ଼ା, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା ଓ ସୋନପୁର। ଏହି ସମୟରେ ଘଡ଼ଘଡ଼ି ମଧ୍ୟ ମାରିବ।



from Odisha Reporter https://ift.tt/2LsnEkt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages