
ବାଲିଗୁଡ଼ା(ଅଜିତ ନାୟକ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିକଟ ସିତାପଡ଼ି ଠାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତା ଧୋଇ ଯାଇଛି। ଫଳରେ ରାୟପୁର-ଗୋପାଳପୁର ୫୯ ନମ୍ୱର ଜାତୀୟ ରାଜପଥରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।
ଏଥିସହ ବାଲିଗୁଡ଼ାରୁ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ଗାଡ଼ି ଚଳାଚଳ ବନ୍ଦ ରହିଛି। ରାସ୍ତାର ଉଭୟ ଦିଗରେ ଶତାଧିକ ଗାଡ଼ି ଅଟକି ରହିଛି। ବସ୍ ଗୁଡ଼ିକ ଅଟକି ରହିବା ଯୋଗୁ ଯାତ୍ରୀମାନେ ଅସବୁଧାର ସମ୍ମୁଖୀନ ହୋଇଛନ୍ତି।
from OdishaReporter https://ift.tt/2nyHFw2
No comments:
Post a Comment