
ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ଗୁଣ୍ଡୁରାପଶି ଗାଁରେ କାନ୍ଥ ପଡ଼ି ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ତା’ ନାଁ ଇତିଶ୍ରୀ ଭୋଇ। ତାକୁ ବର୍ଷ ହୋଇଥିଲା।
ଗତକାଲି ରାତିରେ ଇତିଶ୍ରୀ ମା’ ପାଖରେ ଶୋଇଥିବା ବେଳେ କାନ୍ଥ ପଡ଼ି ଯାଇଥିଲା। ମା’ ଅଳ୍ପକେ ବଞ୍ଚି ଯାଇଥିବା ବେଳେ ଶିଶୁକନ୍ୟାର ମୃତ୍ୟୁ ହୋଇଥିଲା।
from OdishaReporter https://ift.tt/2M7Gdik
No comments:
Post a Comment