୫୦୦ ଲିଟର ଦେଶୀ ମଦ ଜବତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 19, 2018

୫୦୦ ଲିଟର ଦେଶୀ ମଦ ଜବତ

car

କଟକ(ଓଡ଼ିଶା ରିପୋର୍ଟର): କଟକ ଅବକାରୀ ବିଭାଗ ୫ଶହ ଲିଟର ଦେଶୀ ମଦ ଜବତ କରିଛି। ଏଥିସହ ଜଣଙ୍କୁ ଗିରଫ କରିଛି। ଅବକାରୀ ବିଭାଗ ଫ୍ଲାଇଂ ସ୍କ୍ୱାଡ୍‌ ଆଇଆଇସି ଶରତ ଚନ୍ଦ୍ର ଭଞ୍ଜ ଏ ସୂଚନା ଦେଇଛନ୍ତି।

ଏକ ମାରୁତି କାର୍‌ରେ ମଦ ଚାଲାଣ କରାଯାଉଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଅଧିକାରୀମାନେ ଚଢ଼ଉ କରି ଜବତ କରିଥିଲେ।



from Odisha Reporter https://ift.tt/2L6tYOr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages