ପଥର ଖାଦାନରେ ବିସ୍ଫୋରଣ;୯ ମୃତ, ୬ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 3, 2018

ପଥର ଖାଦାନରେ ବିସ୍ଫୋରଣ;୯ ମୃତ, ୬ ଗୁରୁତର

44

ବିଶାଖାପାଟଣା (ଯଶୋବନ୍ତ ନାରାୟଣ ପାଢ଼ୀ): ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ୍‌ ଜିଲ୍ଲା ହାତୀବେଲ୍‌ଗଲ୍‌ ଗାଁରେ ଥିବା ଏକ ପଥର ଖାଦାନରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୯ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବିସ୍ଫୋରଣରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସମସ୍ତ ମୃତାହତ ବିହାର, ଓଡ଼ିଶା ଓ ଛତିଶଗଡ଼ର ବୋଲି ସୂଚନା ମିଳିଛି।

30

ଗତକାଲି ରାତିରେ ୩୦ ଜଣ ଶ୍ରମିକ ପଥର ଖାଦାନରେ କାମ କରୁଥିଲା ବେଳେ ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏଥିରେ ୯ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଏବେବି ୧୫ଜଣ ଶ୍ରମିକ ନିଖୋଜ ଅଛନ୍ତି। ତେଣୁ ମୃତାହତ ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି।

 



from OdishaReporter https://ift.tt/2M1tbmf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages