୮ ଘଣ୍ଟିଆ ଜୟପୁର ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 15, 2018

୮ ଘଣ୍ଟିଆ ଜୟପୁର ବନ୍ଦ

ଜୟପୁର(ଓଡ଼ିଶା ରିପୋର୍ଟର): ୪ ଦଫା ଦାବିରେ ବିଜେପି ପକ୍ଷରୁ ଆଜି ୮ ଘଣ୍ଟିଆ ଜୟପୁର ନିର୍ବାଚନ ମଣ୍ଡଳୀ ବନ୍ଦ ଡାକରା ଦିଆଯାଇଛି। ଦଳ ପକ୍ଷରୁ ବୋରିଗୁମ୍ମାକୁ ଏନ୍‌ଏସି ମାନ୍ୟତା, ଜିଲ୍ଲା ଚିକିତ୍ସାଳୟ ମାନ୍ୟତା ପାଇଥିବା ଜୟପୁର ମେଡିକାଲକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଆଦି ଦାବି କରାଯାଇଛି।

ବନ୍ଦ ପ୍ରଭାବ ଦୋକାନ ବଜାର ଓ ଗାଡ଼ିଚଳାଚଳ ଉପରେ ପଡ଼ିଛି। ସକାଳୁ ଦୋକାନ ଖୋଲି ନ ଥିବା ବେଳେ ଗାଡ଼ି ଚଳାଚଳ ମଧ୍ୟ ବନ୍ଦ ରହିଛି।

ଜୟପୁର ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଏହି ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି।



from OdishaReporter https://ift.tt/2BfuNF0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages