୧୪ ନକ୍ସଲ ନିହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 6, 2018

୧୪ ନକ୍ସଲ ନିହତ

CRPF

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୁଲିସ୍‌କୁ ଏକ ବଡ଼ ସଫଳତା ମିଳିଛି। ଏନ୍‌କାଣ୍ଟର୍‌ରେ ଗୋଲାପାଲି ଜଙ୍ଗଳରେ ୧୪ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି।

ଘଟଣାସ୍ଥଳରୁ ସୁରକ୍ଷା କର୍ମୀମାନେ ୧୬ଟି ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। ଏନ୍‌କାଉଣ୍ଟର୍‌ ପରେ ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ତା’ସହିତ ସର୍ଚ୍ଚ ଅପରେସନ୍‌ ଜାରି ରଖାଯାଇଛି।



from OdishaReporter https://ift.tt/2Moa7LY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages