ଅଶୁରବନ୍ଧ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୧୨ ବଖରା ଘର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 30, 2018

ଅଶୁରବନ୍ଧ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୧୨ ବଖରା ଘର

burnt10

କାମାକ୍ଷାନଗର(ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଅଶୁରବନ୍ଧ ଗାଁରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି୧୨ ବଖରା ଘର ଜଳି ପାଉଁଶ ହୋଇଯାଇଛି।

ଭୁବନ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା। ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।

ଅଗ୍ନିକାଣ୍ଡ ଯୋଗୁଁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି।



from Odisha Reporter https://ift.tt/2ooiYCZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages