ପ୍ରବଳ ବର୍ଷିବ:୧୦ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 6, 2018

ପ୍ରବଳ ବର୍ଷିବ:୧୦ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲିଠାରୁ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି ବର୍ଷା ହୋଇପାରେ।  ତେବେ ଝଡ଼ତୋଫାନ ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧ ଟା ୩୦ ମିନିଟ୍ ପର୍ଯ୍ୟନ୍ତ ୧୦ଟି ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ କଟକକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।



from OdishaReporter https://ift.tt/2M0Nml9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages