ସନ୍ଧ୍ୟା ସାଢ଼େ ୬ଟା ଯାଏ ସତର୍କ ରହିବାକୁ ପରାମର୍ଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 19, 2018

ସନ୍ଧ୍ୟା ସାଢ଼େ ୬ଟା ଯାଏ ସତର୍କ ରହିବାକୁ ପରାମର୍ଶ

rain

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ମଧ୍ୟ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସନ୍ଧ୍ୟା ୬ଟା ୩୦ ଯାଏ ସତର୍କ ରହିବାକୁ ୧୦ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି। ଏହି ସମୟ ମଧ୍ୟରେ ବର୍ଷା ଓ ବଜ୍ରପାତ ହେବା ଆଶଙ୍କା ରହିଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି କୋରାପୁଟ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଦେବଗଡ଼, ମାଲକାନଗିରି ଓ ନବରଙ୍ଗପୁର।



from Odisha Reporter https://ift.tt/2vSEtQO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages