୧୫ ଅଗଷ୍ଟ, ବୁଧବାର: ଜାଣନ୍ତୁ ଆଜି କେଉଁମାନେ ଦୂର ସ୍ଥାନକୁ ଯାତ୍ରା ନ କଲେ ଭଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 14, 2018

୧୫ ଅଗଷ୍ଟ, ବୁଧବାର: ଜାଣନ୍ତୁ ଆଜି କେଉଁମାନେ ଦୂର ସ୍ଥାନକୁ ଯାତ୍ରା ନ କଲେ ଭଲ

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ।

ବୃଷ: ଚାକରିକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ପରିବାର ସଦସ୍ୟଙ୍କ ସହ ଖୁସିରେ ଆଜି ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ମିଥୁନ:  ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାମ କରନ୍ତୁ ନାହିଁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଗୁଡ଼ ଖାଇ ଦିନ ଆରମ୍ଭ କରନ୍ତୁ।

କର୍କଟ: ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ଦାୟିତ୍ୱ ବଢ଼ିବାରେ। ସ୍ୱାସ୍ଥ୍ୟ ଭଲ ରହିବ।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଭିକାରିଙ୍କୁ ଦାନ କରନ୍ତୁ।

କନ୍ୟା: ଚାକରିକ୍ଷେତ୍ରରେ ନୂଆ ଅବସର ମିଳିବ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି

ତୁଳା: ବ୍ୟସ୍ତତା ଭିତରେ ଦିନଟି କାଟିବେ। ବନ୍ଧୁଙ୍କ ସହଯୋଗ ମିଳିବ। ନୂଆ କାମ ଆରମ୍ଭ କରିପାରନ୍ତି।

ବିଛା: ଖର୍ଚ୍ଚାନ୍ତ ହୋଇପାରନ୍ତି। ମାନ-ସମ୍ମାନ ବଢ଼ିବ। ନୂଆ ଅବସର ମିଳିବ।

ଧନୁ: ବ୍ୟବସାୟରେ  ଅଧିକ ଲାଭ ହେବ। ଧନପ୍ରାପ୍ତିର ଯୋଗ ରହିଛି। ପାଦରେ ଆଘାତ ଲାଗିପାରେ।

ମକର:  କୌଣସି ଗୁରୁତ୍ୱପୂର୍ଣ୍ଣ କାମ ଆଜି ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ପରାମର୍ଶ ଅନୁଯାୟୀ କାମ କରନ୍ତୁ।

କୁମ୍ଭ:  ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି। ବ୍ୟସ୍ତତା ଭିତରେ ଦିନଟି କଟିବ

ମୀନ:  ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।ମାନ-ସମ୍ମାନ ବଢ଼ିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

 



from OdishaReporter https://ift.tt/2nAZKtE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages