ଗଛରେ ପିଟି ହେଲା ବୋଲେରୋ: ଜଣେ କାଉଡ଼ିଆ ମୃତ,୧୧ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 11, 2018

ଗଛରେ ପିଟି ହେଲା ବୋଲେରୋ: ଜଣେ କାଉଡ଼ିଆ ମୃତ,୧୧ ଆହତ

ବୌଦ୍ଧ(ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ୫୭ ନମ୍ବର ଜାତୀୟ ରାଜପଥରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଜଣେ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି।

ଏହି ଦୁର୍ଘଟଣାରେ ୧୧ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତଙ୍କୁ ପୁରୁଣା କଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କାଉଡ଼ିଆମାନେ ନୟାଗଡ଼ ଗଣିଆରୁ ହରିଶଙ୍କର ଯାଉଥିଲେ।



from OdishaReporter https://ift.tt/2On45f6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages