କାନ୍ଥ ପଡ଼ି ଗୋଟିଏ ପରିବାରର ୪ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 15, 2018

କାନ୍ଥ ପଡ଼ି ଗୋଟିଏ ପରିବାରର ୪ ଆହତ

ବାଙ୍କୀ(ସଞ୍ଜିପ କୁମାର ନାୟକ ): କଟକ ଜିଲ୍ଲା ବାଙ୍କୀ ତାଳବସ୍ତ ଢିଜିପୁଟ ଗାଁରେ ମାଟି କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ୪ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିନିଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବାଙ୍କି ଡାକ୍ତରଖାନା ଭର୍ତ୍ତି କରାଯାଇଛି।

ଆହତଙ୍କ ମଧ୍ୟରେ ଜଣେ ୩ ବର୍ଷର ଶିଶୁପୁତ୍ର ରହିଛି।

ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା।



from OdishaReporter https://ift.tt/2MQgwQx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages