
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ଝଡ଼ତୋଫାନ ସହ ବର୍ଷା ହେବ। ଘଡ଼ଘଡ଼ି ମଧ୍ୟ ମାରିବ। ଏଥିପାଇଁ ୧୩ ଜିଲ୍ଲାକୁ ସକାଳ ସାଢ଼େ ୧୦ଟା ଯାଏ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ସେହି ଜିଲ୍ଲାଗୁଡ଼ିକ ହେଲା ନୟାଗଡ଼, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କନ୍ଧମାଳ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କୋରାପୁଟ, ଗଞ୍ଜାମ ଓ ପୁରୀ।
from Odisha Reporter https://ift.tt/2BY5OpW
No comments:
Post a Comment