ନିଷା ଔଷଧ ଦେଇ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 2, 2018

ନିଷା ଔଷଧ ଦେଇ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ନିଶା ଔଷଧ ଦେଇ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଫେରାର ହୋଇଯାଇଛି।

ଗତ ୨୮ ତାରିଖରେ ଛାତ୍ରୀ ଜଣଙ୍କ କଲେଜ ଯାଉଥିଲେ। ଏହି ସମୟରେ ଦିଗଭଅଁରା ଗାଁର କାହ୍ନୁଚରଣ ଜେନା ନାମକ ଜଣେ ବ୍ୟକ୍ତି ତାଙ୍କୁ ଘରକୁ ଡାକି ନେଇ କବାଟ ବନ୍ଦ କରି ଦୁଷ୍କର୍ମ କରିଥିବା ଛାତ୍ରୀ ଜଣକଙ୍କ ଅଭିଯୋଗ କରିଛନ୍ତି।

ସେ ଅଭିଯୋଗ କରିବା ପରେ ଗାଁରେ ଏକ ବୈଠକ ବସିଥିଲା। ତେବେ ବୈଠକରେ କିଛି ସମାଧାନ ହୋଇ ପାରି ନଥିଲା। ପରେ ଛାତ୍ରୀ ଜଣଙ୍କ ଖନ୍ତାପଡ଼ା ଥାନାରେ ଏନେଇ କରିଥିଲେ। ପୁଲିସ ଏକ ମାମଲା ରୁଜୁ କରିଛି ଘଟଣାର ତଦନ୍ତ କରୁଛି।

ସୂଚନାଯୋଗ୍ୟ, ଅଭିଯୁକ୍ତ ବିବାହିତ ଓ ତାଙ୍କର ଦୁଇଟି ଛୁଆ ଅଛନ୍ତି ବୋଲି ଜଣାପଡ଼ିଛି।

 

 

 



from OdishaReporter https://ift.tt/2MbqJXo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages