ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାର ଦେବେ ଦେଢ଼ କୋଟି ଟଙ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 27, 2018

ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାର ଦେବେ ଦେଢ଼ କୋଟି ଟଙ୍କା

dutee

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ଏସିଆନ୍ ଗେମ୍ସରେ ୧୦୦ ମିଟର ଦୌଡ଼ରେ ରୌପ୍ୟ ପଦକ ଜିତିଥିବା ଦୂତୀ ଚାନ୍ଦଙ୍କ ପାଇଁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କୁ ପୁରସ୍କାର ବାବଦକୁ ଦେଢ଼ କୋଟି ଟଙ୍କା ଦିଆଯିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ଘୋଷଣା କରିଛନ୍ତି।

୨୦ ବର୍ଷ ପରେ ୧୦୦ ମିଟର ଦୌଡ଼ରେ ଦେଶ ପାଇଁ ଏହି ଗୌରବ ଆଣିଛନ୍ତି ଦୂତୀ। ତା’ପୂର୍ବରୁ ୧୯୯୮ ଏସିଆନ୍ ଗେମ୍‌ସରେ ଓଡ଼ିଆ ଆଥ୍‌ଲେଟ୍ ରଚିତା ପଣ୍ଡା ମିସ୍ତ୍ରୀ ଏହି ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିଲେ।



from Odisha Reporter https://ift.tt/2NoSUmp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages