ସାଢ଼େ ୬ଟା ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 23, 2018

ସାଢ଼େ ୬ଟା ଯାଏ ସତର୍କ ରୁହନ୍ତୁ

rain

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସନ୍ଧ୍ୟା ୬ଟା ୩୦ ଯାଏ ୬ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା।



from Odisha Reporter https://ift.tt/2PtpVPL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages