ଆଜି ରାଜଧାନୀର ଅନେକ ଅଞ୍ଚଳରେ ଜଳଯୋଗାଣ ବାଧାପ୍ରାପ୍ତ ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 29, 2018

ଆଜି ରାଜଧାନୀର ଅନେକ ଅଞ୍ଚଳରେ ଜଳଯୋଗାଣ ବାଧାପ୍ରାପ୍ତ ହେବ

water

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜଧାନୀ ଭୁବନେଶ୍ୱରର ଅନେକ ଅଞ୍ଚଳକୁ ପାନୀୟ ଜଳଯୋଗାଣ ବାଧାପ୍ରାପ୍ତ ହେବ।  କାରଣ ମୁଣ୍ଡଳିରୁ ଭୁବନେଶ୍ୱରକୁ ବିଛା ଯାଇଥିବା ପାଣି ପାଇପ୍‌ରେ ଫାଟ ସୃଷ୍ଟି ହୋଇଛି।  ଏହି ସୂଚନା ଦେଇଛନ୍ତି ବିଏମ୍‌ସିର ସିଟି ଇଂଜିନିୟର ଦେବସୁନ୍ଦର ମହାପାତ୍ର।

ଏଥପାଇଁ ଡୁମ୍‌ଡୁମା, ଧର୍ମ ବିହାର, ଚନ୍ଦକା, ଜାଗମରା, ଶୈଳଶ୍ରୀ ବିହାର, ପୋଖରୀପୁଟ, ନୀଳାଦ୍ରି ବିହାର ଓ ସହିଦ ନଗରର ସେକ୍ଟର ୧, ୨ ଓ ୩ କୁ ଜଳ ଯୋଗାଣ ପ୍ରଭାବିତ ହେବ ବୋଲି ସେ କହିଛନ୍ତି।

ପାଇପ୍ ମରାମତି ଲାଗି ସବୁ ପ୍ରକାର ଉଦ୍ୟମ କରାଯାଉଥିବା ସେ କହିଛନ୍ତି।



from Odisha Reporter https://ift.tt/2PQBAIz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages