୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 5, 2018

୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Weathe

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ଜିଲ୍ଲାଗୁଡିକ ହେଲେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, କଟକ, ସମ୍ବଲପୁର, ସୁନ୍ଦରଗଡ଼ ଓ ପୁରୀ।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅପରାହ୍ଣରୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି।



from OdishaReporter https://ift.tt/2vhryrk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages