
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ।ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣି କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏହାସହ ଆସନ୍ତା ୨୦ ତାରିଖ ସୁଦ୍ଧା ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ଓ ଆସନ୍ତାକାଲି ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
from Odisha Reporter https://ift.tt/2Mz3Gcn
No comments:
Post a Comment