
ବାଲେଶ୍ୱର (ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଫୁଲାରି ନିକଟରେ ଏକ ମର୍ମନ୍ତଦ ସଡ଼କ ଦୁର୍ଘଟଣା ଘଟିଛି।
ଏକ ବାଇକ୍କୁ ଟ୍ରକ୍ ଧକ୍କା ଦେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଜଣେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ସାଇକେଲ୍ରେ ଯାଉଥିଲେ ବୋଲି ଜଣାପଡ଼ିଛି।
ମୃତାହତମାନେ କଳମା ଅଞ୍ଚଳର ବୋଲି ଜଣାପଡ଼ିଛି।
ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା।
from Odisha Reporter https://ift.tt/2nS9n7c
No comments:
Post a Comment