ନିଆଁରେ ପୋଡ଼ିଯାଇ ଝିଅ ମୃତ, ମାଆ ଓ ପୁଅ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 20, 2018

ନିଆଁରେ ପୋଡ଼ିଯାଇ ଝିଅ ମୃତ, ମାଆ ଓ ପୁଅ ଗୁରୁତର

firemishap

ଜୟପୁର(ଟି.ଗୌରୀଶଙ୍କର): କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ ତାର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ୬ ବର୍ଷ ଶିଶୁ କନ୍ୟାର ମୃତ୍ୟୁ ଘଟିଛି।

ଏହି ଦୁଃଖଦ ଘଟଣାରେ ୬/୭ ମାସର ଏକ ଶିଶୁପୁତ୍ର ଓ ତା’ ମାଆ ପୋଡ଼ିଯାଇ ଗୁରୁତର ଆହତ ହୋଇଛନ୍ତି।

ଉଭୟଙ୍କୁ ପ୍ରଥମେ ବୋରିଗୁମ୍ମା  ଓ ପରେ ଜୟପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ  କୋରାପୁଟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।



from Odisha Reporter https://ift.tt/2OQdD2F

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages