ଛତା, ଚପଲ, ସାଇକେଲ୍‌, ଟର୍ଚ କିଣିବାକୁ ‘ଆଶା’ଙ୍କୁ ମିଳିବ ୧୦ ହଜାର ଟଙ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 10, 2018

ଛତା, ଚପଲ, ସାଇକେଲ୍‌, ଟର୍ଚ କିଣିବାକୁ ‘ଆଶା’ଙ୍କୁ ମିଳିବ ୧୦ ହଜାର ଟଙ୍କା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ କାମ କରୁଥିବା ‘ଆଶା’ମାନଙ୍କୁ ଛତା, ଚପଲ, ସାଇକେଲ୍‌, ଆଲମିରା ଓ ଟର୍ଚ କିଣିବା ପାଇଁ ୧୦ ହଜାର ଟଙ୍କା ପ୍ରଦାନ କରାଯିବ। ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୪୭ ହଜାର ‘ଆଶା’ ଉପକୃତ ହେବେ।

ସେହପରି ‘ଆଶା ଅବ୍ୟାହତ ଯୋଜନା’ ଅନ୍ତର୍ଗତ ଏକକାଳୀନ ଆର୍ଥିକ ସହାୟତା ରାଶିକୁ  ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏଣିକି ‘ଆଶା’ମାନେ ଅତି କମ୍‌ରେ ୧୦ ବର୍ଷ କାର୍ଯ୍ୟ କରିବା ପରେ ସ୍ୱେଚ୍ଛାକୃତ ଭାବରେ ଅବସର ନେଲେ ଅବା ୬୨ ବର୍ଷ ବୟସରେ କାର୍ଯ୍ୟରୁ ଅବ୍ୟାହତି ନେଲେ ସେମାନଙ୍କୁ ୨୦ ହଜାର ଟଙ୍କା ପ୍ରଦାନ କରାଯିବ।



from OdishaReporter https://ift.tt/2Mv7dFk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages