ବିଲରୁ ନବଜାତ ଶିଶୁପୁତ୍ର ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 20, 2018

ବିଲରୁ ନବଜାତ ଶିଶୁପୁତ୍ର ଉଦ୍ଧାର

bhanjanagar

ଭଞ୍ଜନଗର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ୍‌ କେବିରିଶର ନୂଆପଲ୍ଲୀର ରାସ୍ତାକଡ଼ ବିଲରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି।
ସ୍ଥାନୀୟ ଲୋକେ ଶିଶୁପୁତ୍ରଟିକୁ ଦେଖି ଉଦ୍ଧାର କରିଥିଲେ।
ଏହାପରେ ଆଶା ଦିଦିଙ୍କ ସହାୟତାରେ ତାକୁ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
କିଏ ଓ କାହିଁକି ଶିଶୁପୁତ୍ରକୁ ଛାଡ଼ିଯାଇଛି ତାହା ଜଣାପଡ଼ିନାହିଁ ।



from Odisha Reporter https://ift.tt/2BuZ8zl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages