ଓମ୍‌ଫେଡ୍‌ ଜରି ଓ ପ୍ଲାଷ୍ଟିକ୍‌ ପାଣି ବୋତଲ ଫେରାଇଲେ ଟଙ୍କା ମିଳିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 9, 2018

ଓମ୍‌ଫେଡ୍‌ ଜରି ଓ ପ୍ଲାଷ୍ଟିକ୍‌ ପାଣି ବୋତଲ ଫେରାଇଲେ ଟଙ୍କା ମିଳିବ

omfed

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓମ୍‌ଫେଡ୍‌ ଜରି ଓ ପ୍ଲାଷ୍ଟିକ୍‌ ପାଣି ବୋତଲ ଫେରାଇଲେ ଟଙ୍କା ମିଳିବ। ଏଜେଣ୍ଟଙ୍କ ମାଧ୍ୟମରେ ସଂଗ୍ରହ କରାଯିବ ଜରି ଓ ବୋତଲ। ଅଗଷ୍ଟ ଶେଷ ସୁଦ୍ଧା ସର୍ବସାଧାରଣରେ ଏ ନେଇ ସୂଚନା ଦିଆଯିବ।

ରାଜ୍ୟରେ ପ୍ଲାଷ୍ଟିକ୍ ନିଷେଧ ନେଇ ସଚିବାଳୟରେ ଆଜି ବସିଥିବା ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।

ସେପ୍ଟେମ୍ବର ୧୫ ତାରିଖ ସୁଦ୍ଧା ପ୍ଲାଷ୍ଟିକ୍ ନିଷେଧ ନିୟମ ଆସିବ। ଦୁଇ ସପ୍ତାହ ମଧ୍ୟରେ ନିୟମ ରୂପାୟନ ପାଇଁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି।



from OdishaReporter https://ift.tt/2OT2dMl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages