ବାଜପେୟୀଙ୍କ ମୃତ୍ୟୁରେ କ’ଣ କହିଲେ ମୁଖ୍ୟମନ୍ତ୍ରୀ? - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 16, 2018

ବାଜପେୟୀଙ୍କ ମୃତ୍ୟୁରେ କ’ଣ କହିଲେ ମୁଖ୍ୟମନ୍ତ୍ରୀ?

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ଆରପାରିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହରୀ ବାଜପେୟୀ। ତାଙ୍କ ମୃତ୍ୟୁ ପରେ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଦିଲ୍ଲୀ ଏମ୍‌ସରେ ଆଜି ଅପରାହ୍ନରେ ବାଜପେୟୀଙ୍କ ମୃତ୍ୟୁ ପରେ ଦେଶବ୍ୟାପୀ ଶୋକର ଛାୟା ଖେଳିଯାଇଛି। ଶେଷ ଦର୍ଶନ କରିଛନ୍ତି ବହୁ ତୁଙ୍ଗ ରାଜନେତା।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ଜାଣିବା ପାଇଁ ଦିଲ୍ଲୀ ଗସ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଶେଷ ଦର୍ଶନ କରିଥିଲେ। ନବୀନ ନିଜ ପ୍ରତିକ୍ରିୟାରେ କହିଛନ୍ତି, ‘ବାଜପେୟୀଙ୍କ ପରଲୋକରେ ସେ ଗଭୀର ଭାବେ ମର୍ମାହତ। ଭାରତ ଜଣେ ଉତ୍ତୁଙ୍ଗ ଶିଖର ନେତାଙ୍କୁ ହରାଇଛି। ତାଙ୍କୁ ସାରା ଦେଶ, ଓଡ଼ିଶାବାସୀ ଭଲ ପାଉଥିଲେ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି।’



from OdishaReporter https://ift.tt/2PfmsEc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages