୭ ଅଗଷ୍ଟ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କୁ ଆଜି ବନ୍ଧୁଙ୍କ ସହଯୋଗ ମିଳିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 6, 2018

୭ ଅଗଷ୍ଟ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କୁ ଆଜି ବନ୍ଧୁଙ୍କ ସହଯୋଗ ମିଳିବ

ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ପିଲାମାନେ ପାଠପଢ଼ାରେ ଭଲ କରିବେ। ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାସ୍ଥ୍ୟ ଭଲ ରହିବ।

ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଯଥା ଚିନ୍ତା କରନ୍ତୁ ନାହିଁ। ଗୁଡ଼ ଖାଇ ଘରୁ ବାହାରନ୍ତୁ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଲାଭବାନ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ସ୍ୱାସ୍ଥ୍ୟ ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କ୍ରୋଧକୁ ନିୟନ୍ତ୍ରଣ କରନ୍ତୁ।

କନ୍ୟା: ବିଦେଶକୁ ଯାତ୍ରା କରିପାରନ୍ତି। କ୍ୟାରିଅର୍‌ରେ ସଫଳତା ପାଇବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ତୁଳା: ଯାନବାହନ କିଣନ୍ତୁ ନାହିଁ। ଭଗବାନ ହନୁମାନଙ୍କୁ ପୂଜା କରନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବିଚ୍ଛା: ନିଜର ଦାୟିତ୍ୱ ଠିକ୍‌ ସେ ସମାପନ କରନ୍ତୁ। ଚିନ୍ତା କରନ୍ତୁ ନାହିଁ। ବନ୍ଧୁଙ୍କ ସହଯୋଗ ମିଳିବ।

ଧନୁ: ଖାଦ୍ୟ-ପାନୀୟ ଉପରେ ଧ୍ୟାନ ରଖନ୍ତୁ। କ୍ୟାରିଅର୍‌ରେ ସଫଳତା ମିଳିବ। ପରିବାରରେ ହସ ଖୁସିର ବାତାବରଣ ରହିବ।

ମକର: ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ। ବିବାହ ସ୍ଥିର ହୋଇପାରେ। କ୍ୟାରିଅର୍‌ରେ ପରିବର୍ତ୍ତନ କରିପାରନ୍ତି।

କୁମ୍ଭ: ଖର୍ଚ୍ଚ ବଢ଼ିବ। ପିଲାଙ୍କୁ ନେଇ ଚିନ୍ତିତ ହେବେ। ଅସୁସ୍ଥ ଅନୁଭବ କରିବେ।

ମୀନ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବୁଦ୍ଧି ବିଚାରି ନିଷ୍ପତ୍ତି ନିଅନ୍ତୁ। ବ୍ୟସ୍ତତା ଭିତରେ ଦିନ କଟିବ।



from OdishaReporter https://ift.tt/2Mok9N4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages