ଘରୁ ଡାକିନେଇ… - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 10, 2018

ଘରୁ ଡାକିନେଇ…

ମାଲକାନଗିରି (ଜିତେନ୍ଦ୍ର ବେଉରା): ଥମୁନି ଦୁଷ୍କର୍ମ ଘଟଣା। ପ୍ରତିଦିନ କୌଣସି ନା କୌଣସି ସ୍ଥାନରୁ ଏଭଳି ଖବର ଆସୁଛି। ଏମିତି ଏକ ଖବର ଆସିଛି ମାଲକାନଗିରି ଜିଲ୍ଲାରୁ।

ଏଠାରେ ମାମୁ ଘରକୁ ଯାଇଥିବା ଜଣେ ୧୦ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଜଣେ ଯୁବକ ତାଙ୍କୁ ଘରୁ ଡାକି ନେଇ ଦୁଷ୍କର୍ମ କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି।

ସଂପୃକ୍ତ ନାବାଳିକାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମାଲକାନଗିରି ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from OdishaReporter https://ift.tt/2OtMZMD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages