ବାଜପେୟୀଙ୍କ ପରଲୋକରେ ୭ଦିନିଆ ରାଷ୍ଟ୍ରୀୟ ଶୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 16, 2018

ବାଜପେୟୀଙ୍କ ପରଲୋକରେ ୭ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ସରକାରୀ କାର୍ଯ୍ୟାଳୟରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ ବୋଲି ମଧ୍ୟ ଘୋଷଣା କରାଯାଇଛି।

ଆଜି ଏମ୍‌ସରୁ ତାଙ୍କ ପାର୍ଥିବ ଶରୀରକୁ ବାସ ଭବନକୁ ନିଆଯିବ। ଏହାପରେ ଆଜି ରାତି ତମାମ୍‌ ତାଙ୍କ ପାର୍ଥିବ ଶରୀର ବାସଭବନରେ ରହିବା ପରେ କାଲି ବିଜେପି ରାଷ୍ଟ୍ରୀୟ କାର୍ଯ୍ୟାଳୟକୁ ନିଆଯିବ।

ବାଜପେୟୀଙ୍କ ମୃତ୍ୟୁରେ ୧୮ ଓ ୧୯ରେ ହେବାକୁ ଥିବା ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀକୁ ମଧ୍ୟ ସ୍ଥଗିତ ରଖାଯାଇଛି।



from OdishaReporter https://ift.tt/2KXr1Qg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages