ପୂର୍ବତନ ବାଚସ୍ପତି ସୋମନାଥ ଚାଟାର୍ଜୀଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 12, 2018

ପୂର୍ବତନ ବାଚସ୍ପତି ସୋମନାଥ ଚାଟାର୍ଜୀଙ୍କ ପରଲୋକ

ନୂଆଦିଲ୍ଲୀ: ପୂର୍ବତନ ଲୋକସଭା ବାଚସ୍ପତି ସୋମନାଥ ଚାଟାର୍ଜୀଙ୍କ କୋଲକାତାରେ ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ହୃଦଘାତ ପରେ ଗତ ୮ ତାରିଖରୁ ସେ ବେଲେ ଭ୍ୟୁ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ସେ କିଡ଼ନୀ ସମସ୍ୟାରେ ପୀଡ଼ିତ ଥିଲେ। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।

ଗତକାଲି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଯାଇଥିଲା।

ସେ ୧୦ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ।

୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଲୋକସଭାର ବାଚସ୍ପତି ଥିଲେ।



from OdishaReporter https://ift.tt/2Otu2Ke

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages