୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 18, 2018

୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷିବ

rain

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହା ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଗଜପତି,ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ,ପୁରୀ,ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଏହା ପ୍ରଭାବରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବି ବର୍ଷା ଲାଗି ରହିବ। ଆଗାମୀ ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣି ପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

 



from Odisha Reporter https://ift.tt/2MZmlei

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages