
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଷ୍ଟେସନ୍ର ୧ନଂ ପ୍ଲାଟଫର୍ମର ରେଳ ଧାରଣାରୁ ଜଣେ ଅବସରପ୍ରାପ୍ତ ଡାକ୍ତରଙ୍କ ମୃତଦେହକୁ ଆଜି ଉଦ୍ଧାର କରାଯାଇଛି। ତାଙ୍କ ନାଁ ରବୀନ୍ଦ୍ର ନାଥ ରଥ।
ରବୀନ୍ଦ୍ର ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ ଆଡ୍ହକ୍ ଡାକ୍ତର ଭାବେ କାର୍ଯ୍ୟରତ ଥିଲେ।
ଟ୍ରେନ୍ରୁ ଖସି ତାଙ୍କର ମୃତ୍ୟୁ ହୋଇଛି ନା ଆଉ କିଛି କାରଣରୁ ହୋଇଛି, ତାହା ସ୍ପଷ୍ଟ ହୋଇ ନାହିଁ।
ପୁଲିସ୍ ଘଟଣାର ତଦନ୍ତ କରୁଛି।
from Odisha Reporter https://ift.tt/2wpzFSk
No comments:
Post a Comment