ଶିବ ମନ୍ଦିର କାନ୍ଥରେ ନକ୍ସଲ ପୋଷ୍ଟର୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 1, 2018

ଶିବ ମନ୍ଦିର କାନ୍ଥରେ ନକ୍ସଲ ପୋଷ୍ଟର୍‌

କଲ୍ୟାଣସିଂହପୁର (ମାଉଡ଼ି ବାରିକ): ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁରରେ ଶିବ ମନ୍ଦିର କାନ୍ଥରେ ନକ୍ସଲମାନେ ୪ଟି ପୋଷ୍ଟର୍ ଲଗାଇଛନ୍ତି। ନକ୍ସଲ ସଂଗଠନର ବାସଧରା ଘୁମୁସର ନାଗାବଳୀ ଡିଭିଜନ୍‌ ପକ୍ଷରୁ ଏହି ପୋଷ୍ଟର୍ ଲଗାଯାଇଛି।

ଏଥିରେ ଉଲ୍ଲେଖ ରହିଛି ଯେ, ନିୟମଗିରି ଜନ ଆନ୍ଦୋଳନକୁ ଧ୍ୱଂସ କରି କେନ୍ଦ୍ର ଓ ରାଜ୍ୟ ସରକାର ନିୟମଗିରି ପାହାଡ଼କୁ ବେଦାନ୍ତ ହାତରେ ଟେକି ଦେବାକୁ ଚକ୍ରାନ୍ତ କରୁଛନ୍ତି। ପୁଲିସ ଜନ ଆନ୍ଦୋଳନକୁ ଭଣ୍ଡୁର କରିବା ନିମନ୍ତେ ନିୟମଗିରି ଯୁବକଙ୍କୁ ମୋବାଇଲ୍‌ ଓ କିଛି ଟଙ୍କା ଦେଇ ନିଜର ଇନ୍‌ଫର୍ମର ବନାଉଛି।



from OdishaReporter https://ift.tt/2OzlBxH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages