ବାର୍‌ହା ଆକ୍ରମଣରେ ୪ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 17, 2018

ବାର୍‌ହା ଆକ୍ରମଣରେ ୪ ଆହତ

Athagad

ଆଠଗଡ଼ (ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ଼ ରେଞ୍ଜ୍‌ କନ୍ଦରପୁର ଗାଁରେ ବାର୍‌ହା ଆକ୍ରମଣରେ ୪ଜଣ ଗୁରୁତର ଆହତ ହୋଇଛନ୍ତି।

ସମସ୍ତଙ୍କୁ ପ୍ରଥମେ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସମସ୍ତଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଆଜି ସକାଳେ ସମସ୍ତେ ଗାଧୋଇବାକୁ ଯିବାବେଳେ ବାର୍‌ହାଟି ଆକ୍ରମଣ କରିଥିଲା।

ବାର୍‌ହାଟି ଗାଁରେ ବୁଲୁଥିବାରୁ ଗାଁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବାର୍‌ହାକୁ ଘଉଡ଼ାଇବାକୁ ଉଦ୍ୟମ ଚଳାଇଛନ୍ତି।

 

 

 

 

 



from Odisha Reporter https://ift.tt/2Bk6rKe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages