ଚିକିତ୍ସାଧୀନ ଅବସ୍ଥାରେ କଏଦୀଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 31, 2018

ଚିକିତ୍ସାଧୀନ ଅବସ୍ଥାରେ କଏଦୀଙ୍କ ମୃତ୍ୟୁ

dead-,..

କୋଣାର୍କ(ସଞ୍ଜୟ ପତି):ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କଏଦୀଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ମୁନାବର ବିଶ୍ୱାଳ। ତାଙ୍କ ଘର ଅସ୍ଥରଙ୍ଗର ବଳଭଦ୍ରପୁର ଅଞ୍ଚଳରେ।
ମୁନାବର ତାଙ୍କ ମାଆଙ୍କୁ ହତ୍ୟା କରି ୨୦୧୫ ମସିହାରୁ ପୁରୀ ଜିଲ୍ଲା ନିମାପଡ଼ା ସବ୍ ଜେଲ୍‌ରେ ସଜ୍ଜା କାଟୁ ଥିଲେ।
ଗତକାଲି ମୁନାବାରଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା। ତାଙ୍କୁ ନିମାପଡ଼ା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଭୁବନେଶ୍ୱରର କ୍ୟାପିଟାଲ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।
ମୁନାବରଙ୍କ ଅସୁସ୍ଥତା ସମ୍ପର୍କରେ ତାଙ୍କ ପରିବାର ଲୋକଙ୍କୁ ପୁଲିସ୍‌ ଜଣାଇ ନଥିବା ଅଭିଯୋଗ ହୋଇଛି। ତାଙ୍କର ଜଣେ ସମ୍ପର୍କୀୟ ଭାଇ ଏହି ଅଭିଯୋଗ କରିଛନ୍ତି।



from Odisha Reporter https://ift.tt/2PpNwzI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages