କଲେଜରୁ ଫେରୁଥିବା ବେଳେ… - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 22, 2018

କଲେଜରୁ ଫେରୁଥିବା ବେଳେ…

kidnapping1

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ବାପୁଜୀ ମହାବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ ବାପା ଗତକାଲି ଥାନାରେ ଅଭିଯୋଗ କରିଛନ୍ତି।

ଥାନା ଅଧିକାରୀ  ନିର୍ମଳା ଗୋଚ୍ଛାୟତଙ୍କ ସୂଚନା ଅନୁସାରେ, ଛାତ୍ରୀ ଜଣକ ଛେଣ୍ଡିପଦା ଅଞ୍ଚଳରେ ନିଜ ସମ୍ପର୍କୀୟଙ୍କ ଘରେ ରହି ପାଠ ପଢ଼ୁଥିଲେ। ସେ କଲେଜରୁ ଫେରୁଥିବା ବେଳେ ବିଭୁତିଭୂଷଣ ନାମକ ଜଣେ ଯୁବକ ଝିଅକୁ ଅପହରଣ କରିଥିବା ନେଇ ତାଙ୍କ ବାପା ଅଭିଯୋଗ କରିଛନ୍ତି। ଘରକୁ ଫେରିବାରେ ଝିଅର ବିଳମ୍ୱ ହେବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ, କିନ୍ତୁ ପାଇ ନଥିଲେ। ତା’ପରେ ଥାନାରେ ଅଭିଯୋଗ କରିଥିଲେ।

ପୁଲିସ୍‌ ଏନେଇ ଏକ ମାମଲା ରୁଜୁ କରୁଛି।



from Odisha Reporter https://ift.tt/2o0PtXN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages