ଦିନକ ପାଇଁ କଟକରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 6, 2018

ଦିନକ ପାଇଁ କଟକରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

କଟକ(ଓଡ଼ିଶା ରିପୋର୍ଟର): ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ କଟକରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି। ବର୍ଷା କମୁ ନଥିବାରୁ ଆଜି ଦିନକ ପାଇଁ ଜିଲ୍ଲା ପ୍ରଶାସନ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରିଛି।

ବିଭିନ୍ନ ସ୍ଥାନରେ ଜମିଥିବା ଜଳ ନିଷ୍କାସନ ପାଇଁ ସିଏମ୍‌ସି ପକ୍ଷରୁ ଜଳ ନିଷ୍କାସନ ପାଇଁ ୧୯୦ଟି ପମ୍ପ୍ ଲଗାଯାଇଛି।



from OdishaReporter https://ift.tt/2MmyeuB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages