ଡାକ୍ତରଖାନାରେ ହାସ୍ୟ ଅଭିନେତା ଜୟୀ, ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଛି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 22, 2018

ଡାକ୍ତରଖାନାରେ ହାସ୍ୟ ଅଭିନେତା ଜୟୀ, ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଛି

jai

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଶିଷ୍ଟ ହାସ୍ୟ ଅଭିନେତା ଜୟୀରାମ ସାମଲ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ ସେ ଅସୁସ୍ଥ ଅନୁଭବ କରିଥିଲେ। ବୁଧବାର ସକାଳେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ସେ ଏବେ ବି ହସ୍‌ପିଟାଲ୍‌ରେ ଅଛନ୍ତି। ତେବେ ତାଙ୍କ ଅବସ୍ଥାରେ ଉନ୍ନତି ଆସିଛି।

ତାଙ୍କ ପୁଅ ଜ୍ୟୋତିରଞ୍ଜନ ସାମଲ କହିଛନ୍ତି,“ବାପା ଏବେ ସୁସ୍ଥ ଅଛନ୍ତି।”

ନିଜର ହସ ପାଇଁ ସେ ବେଶ୍ ପରିଚିତ। ସେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି।



from Odisha Reporter https://ift.tt/2wkK8OP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages