ଏନ୍‌କାଉଣ୍ଟର୍‌ରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 16, 2018

ଏନ୍‌କାଉଣ୍ଟର୍‌ରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

encounter

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ନିରାକରପୁର ଅଞ୍ଚଳରେ ପୁଲିସ୍‌ ଏନ୍‌କାଉଣ୍ଟର୍‌ରେ ଦୁର୍ଦ୍ଦାନ୍ତ ଅପରାଧୀ ଫିରୋଜ୍ ଖାଁ ଆହତ ହୋଇଛି। ତାର ବାମ ଆଣ୍ଠୁ ଓ ପାଦରେ ଗୁଳି ବାଜିଛି।

ପ୍ରଥମେ ତାକୁ ଖୋର୍ଦ୍ଧା ଡାକ୍ତାରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ତାକୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ଖୋର୍ଦ୍ଧା  ନିରାକରପୁରରେ ଫିରୋଜ୍ ଥିବା ପୁଲିସ୍‌ ଖବର ପାଇଥିଲା। ଗତକାଲି ରାତିରେ ପୁଲିସ୍‌ର ସ୍ପେଶାଲ ଟିମ୍‌ ଏହି ଅଞ୍ଚଳରେ ଚଢ଼ଉ କରିଥିଲା। ଏହି ସମୟରେ ଫିରୋଜ୍‌ ପୁଲିସ୍‌ ଉପରକୁ ବୋମାମାଡ଼ କରି ଖସି ପଳାଇ ଯିବାକୁ ଚେଷ୍ଟା କରିଥିଲା। ପୁଲିସ୍ ଏହାର ପାଲଟା ଜବାବ ଦେଇଥିଲା। ପୁଲିସ୍‌ ଗୁଳିରେ ଫିରୋଜ୍‌ ଆହତ ହୋଇଥିଲା।

ତା’ର ନାଁରେ ୪୦ରୁ ଅଧିକ ମାମଲା ଥିବା ପୁଲିସ୍ କହିଛି।



from Odisha Reporter https://ift.tt/2Pe4amK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages