
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଅପରାହ୍ନ ୧ଟା ୩୦ ମିନିଟ୍ ଯାଏ ୮ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ଭଦ୍ରକ ଓ ବାଲେଶ୍ୱର।
from Odisha Reporter https://ift.tt/2wfcQBu
No comments:
Post a Comment