୨୫ ଅଗଷ୍ଟ, ଶନିବାର: ଏହି ରାଶି ଲୋକଙ୍କର ଦୁର୍ଘଟଣା ଯୋଗ ରହିଛି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 24, 2018

୨୫ ଅଗଷ୍ଟ, ଶନିବାର: ଏହି ରାଶି ଲୋକଙ୍କର ଦୁର୍ଘଟଣା ଯୋଗ ରହିଛି

rasheepic-2

ମେଷ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟସ୍ତତା ଭିତରେ ରହିବେ।

ବୃଷ: ବିଦେଶକୁ ଯାତ୍ରା କରିପାରନ୍ତି। ବ୍ୟବସାୟରେ ଭଲ ଲାଭ ମିଳିବ। ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମିଥୁନ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଘର ପାଇଁ କୌଣସି ଦାମୀ ଜିନିଷ କିଣି ପାରନ୍ତି। ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ସିଂହ: ଆତ୍ମବିଶ୍ୱାସ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ଚିନ୍ତିତ ରହିବେ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ମାଲି ମକଦ୍ଦମାରେ ବିଜୟୀ ହେବେ।

ତୁଳା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।  ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଖର୍ଚ୍ଚ ବଢ଼ିବ।

ବିଚ୍ଛା: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବନ୍ଧୁଙ୍କ ଠାରୁ ସହଯୋଗ ପାଇବେ।

ଧନୁ: ବ୍ୟସ୍ତତା ଭିତରେ ଦିନ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମକର: ପରିବାରରେ ହସଖୁସିର ବାତାବରଣ ରହିବ। ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

କୁମ୍ଭ: ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ।

ମୀନ: ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ବନ୍ଧୁଙ୍କଠାରୁ ସହଯୋଗ ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।



from Odisha Reporter https://ift.tt/2o5RzFY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages