ନନ୍ଦନକାନନରେ ଆଫ୍ରିକୀୟ ସିଂହର ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 29, 2018

ନନ୍ଦନକାନନରେ ଆଫ୍ରିକୀୟ ସିଂହର ମୃତ୍ୟୁ

lion...

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନରେ  ଆଜି ଏକ ଆଫ୍ରିକୀୟ ସିଂହର ମୃତ୍ୟୁ ଘଟିଛି। ଆଜି ସକାଳେ ତାର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ ସିଂହକୁ ୮ ବର୍ଷ ହୋଇଥିଲା।

ଗତକାଲିଠାରୁ ସିଂହଟି ଅସୁସ୍ଥ ଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାର ମୃତ୍ୟୁ ଘଟିଛି।

୨୦୧୫ ମସିହାରେ ଏହି ଆଫ୍ରିକୀୟ ସିଂହକୁ ଇସ୍ରାଏଲ୍‌ର ତେଲଆଭିଭ୍‌ରୁ ଅଣାଯାଇଥିଲା।

ନନ୍ଦନକାନନରେ ଏବେ ଆଉ ୫ଟି ସିଂହ ଓ ୭ଟି ସିଂହୀ ଅଛନ୍ତି।



from Odisha Reporter https://ift.tt/2BZ3QWB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages