ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ: ୨୪ ଘଣ୍ଟା ମଧ୍ୟରେ ହେବ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 1, 2018

ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ: ୨୪ ଘଣ୍ଟା ମଧ୍ୟରେ ହେବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  ଏଥିଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।

ଉତ୍ତର ଓଡ଼ିଶାରେ ସାମାନ୍ୟ ଅଧିକ ବର୍ଷା ହେବ। ସୁନ୍ଦରଗଡ଼,ମୟୁରଭଞ୍ଜ,କେନ୍ଦୁଝର,ଭଦ୍ରକ,ବାଲେଶ୍ୱର, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ। ତା’ ସହିତ ଆସନ୍ତା ୫ ତାରିଖ ପରଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।



from OdishaReporter https://ift.tt/2MbVFqz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages