ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 11, 2018

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା କିଛି ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।



from OdishaReporter https://ift.tt/2w0SmLM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages