୪ଟି ଟ୍ରକ୍‌ରେ ଚାଲାଣ ହେଉଥିଲେ ୩୦୦ ଗୋରୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 18, 2018

୪ଟି ଟ୍ରକ୍‌ରେ ଚାଲାଣ ହେଉଥିଲେ ୩୦୦ ଗୋରୁ

cow

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ବସ୍‌ଷ୍ଟାଣ୍ଡ୍‌ ନିକଟରେ ୪ଟି ଗୋରୁ ବୋଝେଇ ଟ୍ରକ୍‌କୁ ପୁଲିସ୍‌ ଜବତ କରିଛି।  ଏହି ଟ୍ରକ୍‌ଗୁଡ଼ିକରେ ପ୍ରାୟ ୩୦୦ ଗୋରୁ ଚୋରା ଚାଲାଣ ହେଉଥିବା ଲୋକେ ଅଭିଯୋଗ କରିଛନ୍ତି।

ଆଜି ସକାଳ ପ୍ରାୟ ସାଢ଼େ ସାତଟାରେ ୪ଟି ଟ୍ରକ୍‌କୁ ଲୋକେ ସନ୍ଦେହରେ ଅଟକାଇ ଥିଲେ। ତେବେ ଟ୍ରକ୍‌ରେ ଗୋରୁ ଥିବା ଦେଖି ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା।

ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର ଫେରାର ହୋଇ ଯାଇଛନ୍ତି। ପୁଲିସ୍‌ ଟ୍ରକ୍‌ ଗୁଡ଼ିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2PjKSMT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages