୮ ଲକ୍ଷ ଟଙ୍କା ନେଇ ବ୍ୟାଙ୍କ ଯାଉଥିଲେ, କେନାଲ୍ ବନ୍ଧରେ… - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 14, 2018

୮ ଲକ୍ଷ ଟଙ୍କା ନେଇ ବ୍ୟାଙ୍କ ଯାଉଥିଲେ, କେନାଲ୍ ବନ୍ଧରେ…

loot

କୋଣାର୍କ (ସଞ୍ଜୟ ପତି): ଦିନ ଦ୍ୱି’ପହରେ ଲୁଟ୍‌। ଗୋରୁ ଖାଦ୍ୟ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଳୁଟିନେଲେ ୮ ଲକ୍ଷ ଟଙ୍କା। ଆଜି ଏମିତି ଏକ ଘଟଣା ଘଟିଛି ପୁରୀ ଜିଲ୍ଲାରେ।

ପୂରା ଘଟଣା ଏମିତି। ନିମାପଡ଼ା ଥାନା ଅନ୍ତର୍ଗତ ବଳଙ୍ଗା ନିକଟସ୍ଥ ରୂପଦେଈପୁର ଗାଁର ଗୋ’ ଖାଦ୍ୟ ବ୍ୟବସାୟୀ ରଞ୍ଜନ ସାହୁ ୮ ଲକ୍ଷ ଟଙ୍କା ବ୍ୟାଙ୍କରେ ଜମା କରିବା ପାଇଁ ବାଇକ୍‌ରେ ଯାଉଥିଲେ। ନିମାପଡ଼ା କେନାଲ୍‌ ରୋଡ୍‌ରେ ୫ ଜଣ ଯୁବକ ଦୁଇଟି ବାଇକ୍‌ରେ ଆସି ତାଙ୍କୁ ବନ୍ଧୁକ ଦେଖାଇ ଟଙ୍କା ବ୍ୟାଗ୍ ଝାମ୍ପି ନେଇଥିଲେ।

ରଞ୍ଜନ ଏନେଇ ନିମାପଡ଼ା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ମାମଲା ରୁଜୁ କରି ବିଭିନ୍ନ ସ୍ଥାନରେ ଛାନ୍‌ଭିନ ଚଳାଇଛି।



from OdishaReporter https://ift.tt/2P96w6z

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages