ବାଲେଶ୍ୱରରେ ଫୁଟିଲା ଗୁଳି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 14, 2018

ବାଲେଶ୍ୱରରେ ଫୁଟିଲା ଗୁଳି

ବାଲେଶ୍ୱର(ରଞ୍ଜିତ ପାକଳ): ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଗୋଶାଳାପଦାରେ ଗୋଷ୍ଠୀ ସଂଘର୍ଷରୁ ଗୁଳିମାଡ଼ ହୋଇଛି।

ଏଥିରେ ଜଣେ ଯୁବକ ଆହତ ହୋଇଛନ୍ତି। ତାଙ୍କ ବାମ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡ଼ିଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।



from OdishaReporter https://ift.tt/2w7A9w5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages